ବ୍ରହ୍ମପୁର ସହରର ସୀମାକୁ କଟକଣା ମୁକ୍ତ କରାଗଲା, ସକାଳ ୫ଟାରୁ ରାତି ୮ଟା ଯାଏ ଦୋକାନ ବଜାର ଖୋଲା ରହିବ

Home Category राष्ट्रीय ବ୍ରହ୍ମପୁର ସହରର ସୀମାକୁ କଟକଣା ମୁକ୍ତ କରାଗଲା, ସକାଳ ୫ଟାରୁ ରାତି ୮ଟା ଯାଏ ଦୋକାନ ବଜାର ଖୋଲା ରହିବ

ଗଞ୍ଜାମରେ କରୋନା କଟକଣା କୋହଳ ହେବା ପରେ ଆଜିଠାରୁ ବ୍ରହ୍ମପୁର ସହରର ସୀମାକୁ କଟକଣା ମୁକ୍ତ କରାଯାଇଛି। ଏଥିଲାଗି ଆଜି ସକାଳ ୫ଟାରୁ ରାତି ୮ଟା ଯାଏ ଦୋକାନ ବଜାର ଖୋଲା ରହିବ ବୋଲି ଜଣାଯାଇଛି। ତେବେ ଏହି ସମୟରେ ସମସ୍ତ ଦୋକାନୀ ପଞ୍ଚସୂତ୍ର ନିୟମ ପାଳନ କରିବାକୁ ପଡ଼ିବ ବୋଲି ନିର୍ଦେଶ ଦିଆଯାଇଛି। ଆଜି ସକାଳୁ ବ୍ରହ୍ମପୁର ସହରର ଅନେକ ଦୋକାନ ବଜାର ଖୋଲିଥିବା ଜଣାଯାଇଛି। ତେବେ ଗଞ୍ଜାମ ସୀମାରେ କଟକଣା ବଳବତ୍ତର ରହିବ ବୋଲି ସୂଚନା ମିଳିଛି।

[Social Media Share Text/Image]