ଦୌଡ଼ରାଣୀ ଦୂତି ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାର

Home Category खेल ଦୌଡ଼ରାଣୀ ଦୂତି ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାର

କୋଭିଡ୍-୧୯ ମହାମାରୀ ହେତୁ ଚଳିତ ବର୍ଷର ଜାତୀୟ କ୍ରୀଡା ପୁରସ୍କାର ବିତରଣ ଉତ୍ସବ ଅନଲାଇନ କରାଯାଇଥିଲା। ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଭିନ୍ନ କ୍ରୀଡ଼ାବିତମାନଙ୍କୁ ସମ୍ମାନିତ କରାଯାଇଛି।  ପୁରସ୍କାର ବିଜେତାମାନେ ଭାରତ ଦ୍ୱାରା ନିର୍ମିତ ୯ଟି କ୍ରୀଡ଼ା ପ୍ରାଧିକରଣରୁ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ସହିତ ଯୋଡ଼ି ହୋଇଥିଲେ | ବିଜେତାମାନେ ନିଜ ନିଜ ସ୍ଥାନରୁ ଲଗ ଇନ୍ କରି ଏହି ଉତ୍ସବରେ ଭାଗ ନେଇଥିଲେ। ତେବେ ଜାତୀୟ କ୍ରୀଡା ଦିବସ ଅବସରରେ ଦୌଡ଼ରାଣୀ ଦୂତି ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି।

[Social Media Share Text/Image]